ହୀରାକୁଦ ଜଳଭଣ୍ଡାରରେ ବଢ଼ୁଛି ଜଳସ୍ତର । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବା ବେଳେ, ଏବେ ୬୧୪.୦୮ ଫୁଟରେ ପହଞ୍ଚିଛି ଜଳସ୍ତର । ସେକେଣ୍ଡକୁ ଜଳଭଣ୍ଡାରକୁ ପ୍ରବେଶ କରୁଛି ୯୨ ହଜାର ୭୭୪ ଘନଫୁଟ ବନ୍ୟାଜଳ । ନିଷ୍କାସିତ ହେଉଛି ୪୦ ହଜାର ୬୧୫ ଘନଫୁଟ ପାଣି । କାଲି ଖୋଲିବ ହୀରାକୁଦ ଗେଟ୍ । ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବ ଜଳଭଣ୍ଡାର । ଏଥିପାଇଁ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ଗତକାଲି ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ଲଘୁଚାପକୁ ଦୃଷ୍ଟିରେ ରଖି ଛତିଶଗଡ଼ ସରକାର କେଲା ଓ କଲମା ଡ୍ୟାମର ସବୁ ଗେଟ୍ ଖୋଲିଦେଇଥିଲେ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍