ଜୁଲାଇ ୬ ଅଥବା ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଦିନ ୧ଟାରେ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଏନେଇ ବୋର୍ଡ ପକ୍ଷରୁ ବିସ୍ତୃତ ସୂଚନା ପ୍ରାକଶ ପାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନଥିବାବେଳେ ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହୋଇଥିଲା । ତେବେ ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ