ଜୁଲାଇ ୬ ଅଥବା ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଦିନ ୧ଟାରେ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଏନେଇ ବୋର୍ଡ ପକ୍ଷରୁ ବିସ୍ତୃତ ସୂଚନା ପ୍ରାକଶ ପାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନଥିବାବେଳେ ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହୋଇଥିଲା । ତେବେ ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି