ଦକ୍ଷିଣ-ବଂଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ୯ ତାରିଖ ବେଳକୁ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତି ସମୟରେ ଏହା ଅଧିକ ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତି ପଥ ଓ ତୀବ୍ରତା ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି