ନୀତିଶ ଓ ମମତାଙ୍କ ପରେ କେଜ୍ରିଓ୍ବାଲଙ୍କୁ ସମର୍ଥନ ଜଣାଇଛନ୍ତି ଉଦ୍ଧବ ଠାକରେ । କେନ୍ଦ୍ରର ମନମାନୀ ବିରୋଧରେ ଏକ ହେଉଛନ୍ତି ବିରୋଧୀ । ଦିଲ୍ଲୀରେ କେନ୍ଦ୍ର ସରକାର ଆଣିଥିବା ସ୍ବତନ୍ତ୍ର ଅଧ୍ୟାଦେଶକୁ ରାଜ୍ୟସଭାରେ ପାସ୍ କରାଇ ନଦେବାକୁ ତମାମ ବିରୋଧୀ ଦଳଗୁଡ଼ିକର ସମର୍ଥନ ଯୋଗାଡ଼ କରୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଆଜି ମୁମ୍ବାଇରେ ଉଦ୍ଧବ ଠାକରେଙ୍କୁ ଭେଟିଛନ୍ତି କେଜ୍ରିଓ୍ବାଲ । ସନ୍ଧ୍ୟାରେ ଏନସିପି ପ୍ରମୁଖ ଶରଦ ପାଓ୍ବାରଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କଂଗ୍ରେସ କେଜ୍ରିଓ୍ବାଲଙ୍କୁ ସମର୍ଥନ ଦେଇଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ