ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କେନ୍ଦ୍ରାପଡ଼ା ପାଟକୁରା ଥାନା ତେଣ୍ଡାକୁଡ଼ା ଗାଁରେ ଅଭାବନୀୟ ଘଟଣା । ସୂଚନା ଅନୁସାରେ ଉକ୍ତ ଗାଁର ସୟଦ ମାନାନା ଅଲ୍ଲୀ ବୁଧବାର ବିଳମ୍ଵିତ ରାତିରେ ଏକ ଟାଙ୍ଗିଆରେ ସ୍ତ୍ରୀ ପ୍ୟାରୁନ ବିବିଙ୍କୁ ହତ୍ୟା କରିଛି । ସ୍ଥାନୀୟ ଲୋକମାନେ ଏହା ଦେଖି ଅଭିଯୁକ୍ତ ସୟଦ ମାନାନାକୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ଖଵର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରିଛି । ତେବେ ସୟଦ ଜଣେ ମାନସିକ ବିକୃତ ହୋଇଥିବା ଯୋଗୁଁ ଏଭଳି କାଣ୍ଡ ଘଟାଇଥିବା ପୋ
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍