କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ । ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ