କୋଚିଂ ସେଣ୍ଟର ପାଇଁ କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ । ଛାତ୍ରଛାତ୍ରୀଙ୍କ ସୁରକ୍ଷା, ସର୍ବନିମ୍ନ ମାନ ପାଇଁ ଗାଇଡଲାଇନ । ୧୬ ବର୍ଷରୁ କମ୍ ବୟସ ପିଲା ନେଇପାରିବେନି କୋଚିଂ ସେଣ୍ଟର । ମାଧ୍ୟମିକ ଶିକ୍ଷା ସମାପ୍ତ ପରେ ପିଲା କୋଚିଂ ସେଣ୍ଟର ଯାଇପାରିବ । ଗ୍ରାଜୁଏସନଠାରୁ କମ୍ ଶିକ୍ଷାପ୍ରାପ୍ତ କୌଣସି ଶିକ୍ଷକ ରହିପାରିବେନି । ଭଲ ରାଙ୍କ କିମ୍ବା ମାର୍କ ନେଇ କୌଣସି ଲୋଭନୀୟ ପ୍ରତିଶ୍ରୁତି ଦେବାକୁ ମନା ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ