ପଦ୍ମପୁର ଉପନିର୍ବାଚନ ନେଇ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଖୁବଶୀଘ୍ର ତିନି ପ୍ରମୁଖ ଦଳ ଘୋଷଣା କରିପାରନ୍ତି ପ୍ରାର୍ଥୀଙ୍କ ନାଁ । ଏଥିସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ନଭେମ୍ବର ୧୭ରେ ସରିବ ପ୍ରକ୍ରିୟା । ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ଯୋଗୁଁ ପଦ୍ମପୁରରେ ଉପନିର୍ବାଚନ ହେବାକୁ ଯାଉଛି । ତିନି ପ୍ରମୁଖ ରାଜନୈତିକ ଦଳ ଏପର୍ଯ୍ୟନ୍ତ ନିଜର ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହାଁନ୍ତି । ୫ ଥର ବିଧାୟକ ହୋଇଥିବା ବିଜୟ ରଞ୍ଜନ ସିଂ ବରିହାଙ୍କ ପରେ ନୂଆ ଲୋକପ୍ରତିନିଧି ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା