ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ । ରେଜଲ୍ଟ ପ୍ରକାଶ ପାଇଁ ପ୍ରକ୍ରିୟା ଚାଲିଥିବା ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ, ପରେ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ । ୨୮ ମେ’ରେ ଯୁକ୍ତ ୨ ରେଜଲ୍ଟର ତାରିଖ ଘୋଷଣା ହେବ । ସବୁ ଠିକ୍ ରହିଲେ ୩୦ କିମ୍ବା ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସେହିପରି ୮ ଜୁନ୍ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ତେବେ ୨୮ ମେ’ରେ ଫଳ ପ୍ରକାଶ ନେଇ ତାରିଖ ଘୋଷଣା କରିବ ଉଚ୍ଚଶିକ୍ଷା ପରିଷଦ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ