ଯାତ୍ରୀଙ୍କ ୱେଟିଂ ଲିଷ୍ଟ ବଢୁଥିବା ଦେଖି ରେଲୱେ ଏବେ ଆଉ ୩ ହଜାର ନୂଆ ଟ୍ରେନ ଚଳାଇବାକୁ ଯୋଜନା କରୁଛି । ଆଗାମୀ ୪ରୁ ୫ ବର୍ଷ ମଧ୍ୟରେ ଏହି ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନିଆଯାଇପାରେ । ଏବେ ବାର୍ଷିକ ୮୦୦ କୋଟି ଯାତ୍ରୀ ଟ୍ରେନରେ ଯାତ୍ରା କରୁଛନ୍ତି । ଯାହାକି ଆଗାମୀ ୫ ବର୍ଷରେ ୧ ହଜାର କୋଟି ଛୁଇଁବ ବୋଲି ଆକଳନ କରାଯାଉଛି । ସେହିପରି ଏବେ ୧୦ ହଜାର ୭୪୮ଟି ମେଲ୍, ଏକ୍ସପ୍ରେସ ଏବଂ ଯାତ୍ରିବାହୀ ଟ୍ରେନ୍ ସାରା ଦେଶରେ ଚାଲିଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା