ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା । ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍ ବା ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟର ତୃତୀୟ BHS ମାନ୍ୟତା ପାଇଛି ଗନ୍ଧମାର୍ଦ୍ଦନ । ଆଗରୁ କନ୍ଧମାଳ ଜିଲ୍ଲାର ମଣ୍ଡାସୁରୁ ଜର୍ଜ ଏବଂ ଗଜପତି ଜିଲ୍ଲାର ମହେନ୍ଦ୍ର ତନୟାକୁ ମିଳିଛି BHS ମାନ୍ୟତା । ଗନ୍ଧମାର୍ଦ୍ଦନରେ ୧ ହଜାର ୫୫ ପ୍ରକାର ବୃକ୍ଷ ପ୍ରଜାତି ରହିଥିବାବେଳେ ୮୪୯ ପ୍ରଜାତିର ଆଞ୍ଜିଓସ୍ପର୍ମ, ୫୬ ପ୍ରକାର ଟେରିଡୋଫାଇଟ, ୪୦ ପ୍ରକାର ବ୍ରାୟୋଫାଇଟ, ୪୫ ପ୍ରକାର ଲାଇକେନ, ୨ ପ୍ରକାର ଜିମନୋସ୍ପର୍ମ ରହିଛି ।ଏହା ସହ ୫୦୦ ପ୍ରଜାତିର ପ୍ରାଣୀଙ୍କ ଅଭୟସ୍ଥଳୀ ହେଉଛି ଗନ୍ଧମାର୍ଦ୍ଦନ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି