ଆସୁଛି ବାତ୍ୟା ମାଣ୍ଡୋସ୍ । ଘନୀଭୂତ ହୋଇ ଗଭୀର ଅବାପାତରେ ପରିଣତ ହେଲା । ଏହା ବର୍ତ୍ତମାନ ଦକ୍ଷିଣପୂର୍ବ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୨ କି.ମି ବେଗରେ ଗତି କରୁଛି ବାତ୍ୟା ମାଣ୍ଡୋସ୍ । ତାମିଲନାଡୁ, ପୁଡୁଚେରୀ କିମ୍ବା ଦକ୍ଷିଣ ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍ । ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ