କିଛି ଦିନ ବ୍ୟବଧାନ ପରେ ପୁଣି ଫେରିଛି ଶୀତ । ଗାଁଠୁ ସହର ଥରୁଛି ସାରା ଓଡିଶା । ସନ୍ଧ୍ୟା ଓ ସକାଳ ସମୟରେ ଶୀତ ବଢିବାରେ ଲାଗିଛି । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଉଛି । ଦୃଶ୍ୟମାନ ଦୂରତା କମିବା ସହ ପ୍ରଭାବିତ ହେଉଛି ଯାତାୟତ । ଅନୁଗୁଳ, ଫୁଲବାଣୀ ଓ ଭବାନୀପାଟଣାକୁ ଘନ କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି । ଯାତାୟତ ସମୟରେ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୫ଦିନ ଯାଏଁ ସମାନ ପାଗ ଜାରି ରହିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍