ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏନେଇ ବିଭିନ୍ନ ଦଳ ସେମାନଙ୍କ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆମ ଆଦମୀ ଦଳ ମଧ୍ୟ ଏଥିରେ ପଛରେ ପଡିନାହିଁ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଦଳର ସଂଯୋଜକ ଅରବିନ୍ଦ କେଜରିୱାଲ ସୁରଟରେ ଦଳର ନିର୍ବାଚନୀ ଘୋଷଣା କରିଛନ୍ତି । ଦଳ ତରଫରୁ ଘୋଷଣା କରାଯାଇଛି ଯେ ସରକାର ଗଠନ ହେବାର ୩ ମାସ ମଧ୍ୟରେ ଏଠାରେ ୩ ଶହ ୟୁନିଟ ଯାଏ ବିଜୁଳି ମାଗଣାରେ ପ୍ରଦାନ କରାଯିବ । ଏହା ଛଡା ରାଜ୍ୟରେ ୨୪ ଘଣ୍ଟା ବିଜୁଳି ଲୋକଙ୍କୁ ମିଳିବ । ସବୁଠାରୁ ବଡ ଘୋଷଣା ହେଉଛି ଡିସେମ୍ବର ୩୧ ଯାଏ ବାକି ଥିବା ସମସ୍ତ ବିଲକୁ ଛାଡ କରାଯିବ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ