ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବୈଠକ ବସିବ । ଏଥିରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ବିଶେଷକରି ରାଜସ୍ବ,ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା