() ରାଜ୍ୟକୁ ମିଳିବ ଆଶ୍ବସ୍ତି । ଏହା ସାଙ୍ଗକୁ ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ଛୁଇଁବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ପୂର୍ବରୁ ରଜକୁ ବର୍ଷା ଭିଜାଇବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ସେପଟେ ଗତ ଦୁଇଦିନ ତଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ମଧ୍ୟ ରହିଥିଲା । ହେଲେ ପାଣିପାଗ ବିଭାଗ ପୁଣି କହିଛି ଯେ ଆସନ୍ତା ଦୁଇ ଦିନ ଭିତରେ ମୌସୁମୀ ଆସିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା