ଚତୁର୍ଥ ଦିନରେ ବିଧାନସଭାର ଶୀତ ଅଧିବେଶନ । ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ । ଗୃହ ଆରମ୍ଭରୁ ପୁଣି ବିରୋଧୀଙ୍କ ହଟ୍ଟଗୋଳ । ଗାନ୍ଧୀ ମାର୍ଗରେ ଶିକ୍ଷକଙ୍କ ବିକ୍ଷୋଭ ପ୍ରସଙ୍ଗକୁ ନେଇ ଉଭୟ ବିଜେପି ଓ କଂଗ୍ରେସ ଗୃହରେ ହଟ୍ଟଗୋଳ କରିଛନ୍ତି । ବିରୋଧୀ ଦଳର ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି ସହ ହୋହଲ୍ଲା କରିଥିଲେ । ଫଳରେ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍