ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ । ତେବେ ଆସନ୍ତା ୪ ଜୁନ ସୁଦ୍ଧା ମୌସୁମୀ କେରଳ ଛୁଇଁବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଜୁନ୍ ପହିଲା ସୁଦ୍ଧା ମୌସୁମୀ ପହଞ୍ଚିବାର ସମ୍ଭାବନା ନାହିଁ । ତେବେ ଜୁନରେ ନିଅଣ୍ଟିଆ ବର୍ଷା ସମ୍ଭାବନା ରହିଛି । ଆଇଏମଡି ସୂଚନା ଅନୁସାରେ ଆସନ୍ତା ୩ ସପ୍ତାହ ଯାଏଁ ଆରବ ସାଗରରେ କୌଣସି ସାଇକ୍ଲୋନ ହେବାର ସମ୍ଭାବନା ନାହିଁ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି