ଆଜି ମଧ୍ୟପ୍ରଦେଶରେ ଗୋଟିଏ ପର୍ଯ୍ୟାୟରେ ଭୋଟ୍ । ଏପଟେ ଛତିଶଗଡରେ ମଧ୍ୟ ୨ୟ ପର୍ଯ୍ୟାୟ ପାଇଁ ଆଜି ଭୋଟ ଗ୍ରହଣ । ମଧ୍ୟପ୍ରଦେଶରେ ମୋଟ ୨୩୦ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ଭୋଟ ପଡିବ । ମୋଟ ୨ ହଜାର ୫୩୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ମଧ୍ୟପ୍ରଦେଶରେ ୬୪ହଜାର ୬୨୬ ମତଦାନ କେନ୍ଦ୍ରରେ ୫କୋଟି ୬୦ହଜାର ମତଦାତା ମତ ସାବ୍ୟସ୍ତ କରିବେ । ବିଜେପି ଓ କଂଗ୍ରେସ ସମସ୍ତ ଆସନରେ ଜୋରଦାର ଟକ୍କର ହେବ ବୋଲି ଆକଳନ କରାଯାଉଛି ।
More Stories
ଶୀତରୁ ବଞ୍ଚିବାର ସହଜ ଉପାୟ
କାହିଁକି ଅଟକିଲା ସାହିତ୍ୟ ଅକାଡେମୀ ଆୱାର୍ଡ
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ