ଜମାଟୋ ଆରମ୍ଭ କଲା କର୍ମଚାରୀ ଛଟେଇ । ଫୁଡ ଡେଲିଭରୀ ଆପ୍ ଜମାଟୋ ଏବେ ତାର କମ୍ପାନୀରୁ କର୍ମଚାରୀ ଛଟେଇ କରିବା ଆରମ୍ଭ କରିଛି । କମ୍ପାନୀ ତାର ଲାଭ ଅଧିକ କରିବା ଓ ବିନିଯୋଗ କମ୍ କରିବା ଲକ୍ଷ୍ୟରେ ଏଭଳି ଛଟେଇ କରୁଥିବା କଥା କୁହାଯାଉଛି । ସୂଚନା ଅନୁସାରେ ଚଳିତ ସପ୍ତାହରେ ଏପର୍ଯ୍ୟନ୍ତ କମ୍ପାନୀ ୧୦୦ ଜଣ କର୍ମଚାରୀଙ୍କୁ ଛଟେଇ କରିସାରିଛି । ହେଲେ ଆଗାମୀ ଦିନରେ କମ୍ପାନୀ ତାର ମୋଟ କର୍ମଚାରୀରୁ ୪ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା ପ୍ରସ୍ତୁତ କରିସାରିଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ