ଜମ୍ମୁ-କାଶ୍ମୀରର ସ୍ଥାନୀୟ ଲୋକଙ୍କୁ ଆତଙ୍କବାଦୀ ସଂଗଠନର ଧମକ । ଲସ୍କର-ଏ-ତୈବା ପକ୍ଷରୁ ସ୍ଥାନୀୟ ଲୋକଙ୍କ ଉପରେ ଆକ୍ରମଣ ତୀବ୍ର ହେବ ବୋଲି ଚେତାବନୀ ମିଳିଛି । ସୂଚନା ଅନୁସାରେ ଏଠାରେ ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀ ହୃଦେଶ କୁମାରଙ୍କ ସୂଚନା ଅନୁସାରେ କାଶ୍ମୀରରେ ରହୁଥିବା ବାହାର ରାଜ୍ୟର ଲୋକେ ମଧ୍ୟ ଏଠିକାର ନିର୍ବାଚନରେ ନିଜର ମତଦାନ କରିପାରିବେ । ତେଣୁ ସେମାନେ ଏଠାରେ ନିଜର ଭୋଟର ଲିଷ୍ଟ ବନାଇ ଭୋଟ ଦେଇପାରିବେ । ଏଥିପାଇଁ ସେମାନଙ୍କୁ କୌଣସି ଆବାସ ପ୍ରମାଣପତ୍ରର କୌଣସି ଆବଶ୍ୟକତା ନାହିଁ । ଯାହାର ଫଳ ସ୍ବରୁପ ସ୍ଥାନୀୟ ଲୋକଙ୍କୁ ଆତଙ୍କବାଦୀଙ୍କ ଧମକ ମିଳିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍