ଓଡ଼ିଶା ସିଭିଲ ସଭିର୍ସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶା ଲୋକସେବା ଆୟୋଗ ବା OPSC ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜାନୁଆରୀ ୧୭ରୁ ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ । ଜାନୁଆରୀ ୧୭ରୁ ଆବେଦନ ଆରମ୍ଭ ହେଉଥିବାବେଳେ ଫେବୃଆରୀ ୧୬ ଆବେଦନର ଶେଷ ତାରିଖ ରହିଛି । ତେବେ ଆଶାୟୀ ଛାତ୍ରଛାତ୍ରୀ
http:/opsc.gov.inରେ କରିପାରିବେ ଆବେଦନ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା