() ଜୁନ୍ ୧୩ରେ ହେବ ବାଚସ୍ପତି ନିର୍ବାଚନ । ଏନେଇ ଶୁକ୍ରବାର ହେବ ପ୍ରାର୍ଥିପତ୍ର ଦାଖଲ । ସୂର୍ଯ୍ୟନାରାୟଣ ପାତ୍ର ଇସ୍ତଫା ଦେବା ପରେ ବାଚସ୍ପତି ପଦ ଖାଲି ପଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରୁ ଶନିବାର ସମସ୍ତ ମନ୍ତ୍ରୀଙ୍କ ସମେତ ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଇସ୍ତଫା ଦେଇଥିଲେ। ତାଙ୍କ ପରେ ଭଞ୍ଜନଗର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି । ପୂର୍ବରୁ ବିକ୍ରମ ଆରୁଖ ସଂସଦୀୟ ବ୍ୟାପର ସହ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ । ତେବେ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କୁ ଏହି ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ସେହିପରି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ମୁଖ୍ୟ ସଚେତକ ଦାୟିତ୍ଵ ଦିଆାଯାଇପାରେ ।https://thetopmost.in/madhubala-fame-hero-bibiyan-disenas-tragic-story/
More Stories
ନବ ଦାସଙ୍କ ଭାଇ ଘରେ ଆୟକର ରେଡ୍
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା