() ଜୁନ୍ ୧୩ରେ ହେବ ବାଚସ୍ପତି ନିର୍ବାଚନ । ଏନେଇ ଶୁକ୍ରବାର ହେବ ପ୍ରାର୍ଥିପତ୍ର ଦାଖଲ । ସୂର୍ଯ୍ୟନାରାୟଣ ପାତ୍ର ଇସ୍ତଫା ଦେବା ପରେ ବାଚସ୍ପତି ପଦ ଖାଲି ପଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରୁ ଶନିବାର ସମସ୍ତ ମନ୍ତ୍ରୀଙ୍କ ସମେତ ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଇସ୍ତଫା ଦେଇଥିଲେ। ତାଙ୍କ ପରେ ଭଞ୍ଜନଗର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି । ପୂର୍ବରୁ ବିକ୍ରମ ଆରୁଖ ସଂସଦୀୟ ବ୍ୟାପର ସହ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ । ତେବେ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କୁ ଏହି ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ସେହିପରି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ମୁଖ୍ୟ ସଚେତକ ଦାୟିତ୍ଵ ଦିଆାଯାଇପାରେ ।https://thetopmost.in/madhubala-fame-hero-bibiyan-disenas-tragic-story/
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
କାଲି ଘୋଷଣା ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ