The Topmost

“The eyes believe themselves, the ears believe other people.”

ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ

ପ୍ରଥମ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତଥର ନୂଆ ପଦ୍ଧତିରେ ପରୀକ୍ଷା ହୋଇ ଥିବାବେଳେ ଥ୍ରୀ-ଫେଜ୍ ମୂଲ୍ୟାୟନ ପ୍ରକ୍ରିୟା ଜାରି ରହିଛି । ତେବେ ମୋଟ୍ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ଏବଂ ମୂଲ୍ୟାଙ୍କନ ପ୍ରକ୍ରିୟା ମେ ୨୧ ରୁ ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଆରମ୍ଭ ହୋଇଥିଲା ।