ଜୁଲାଇ ୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏହାସହ କଟକର ୬ଟି ସ୍ଥାନ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ମହାମହିମ ମା’ କଟକ ଚଣ୍ଡୀଙ୍କ ଦର୍ଶନ ସହିତ ଗୋରାକବର, ଏସସିବି ମେଡିକାଲ, ନେତାଜୀ ସୁବାସ ବୋଷଙ୍କ ଜନ୍ମ ସ୍ଥାନ ଓ ନ୍ୟାସନାଲ ଆଇନ ବିଶ୍ଵବିଦ୍ୟାଳୟ ଯିବାର କାଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ମ୍ୟାଡାମ ପ୍ରେସିଡେଣ୍ଟଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହାପରେ ୨୭ ତାରିଖରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା