ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଦିନ ୧ଟାରେ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଏନେଇ ଆଜି ବୋର୍ଡ ବିସ୍ତୃତ ସୂଚନା ଦେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ । ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହୋଇଥିଲା । ତେବେ ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ