ସୁପ୍ରିମକୋର୍ଟରେ କେନ୍ଦ୍ର ସରକାରଙ୍କ ସତ୍ୟପାଠ ଦାଖଲ । ଟିକାର ପ୍ରତିକୁଳ ପ୍ରଭାବ ପାଇଁ ସରକାର ଦାୟି ନୁହିଁନ୍ତି । କରୋନା ଟିକାରେ ହୋଇଥିବା ମୃତ୍ୟୁ ପ୍ରସଙ୍ଗ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର । କରୋନା ଟିକା ଦ୍ୱାରା ହେଉଥିବା ମୃତ୍ୟୁ ପାଇଁ ସରକାର ଦାୟୀ ନୁହଁନ୍ତି ବୋଲି ସତ୍ୟପାଠରେ କୁହାଯାଇଛି । କରୋନା ଟିକା ଦ୍ୱାରା ହୋଇଥିବା କଥିତ ମୃତ୍ୟୁ ପାଇଁ କେନ୍ଦ୍ର ସରକାର ଦାୟିତ୍ୱ ନେବାକୁ ମନା କରି ଦେଇଛନ୍ତି । ସରକାର କହିଛନ୍ତି ଯେ ମୃତକ ଓ ତାଙ୍କ ପରିବାର ପ୍ରତି ଆମର ସହାନୁଭୂତି ରହିଛି, କିନ୍ତୁ ଟିକାକରଣ ପରେ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ସରକାର ଦାୟୀ ନୁହଁନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍