“The eyes believe themselves, the ears believe other people.”
“The eyes believe themselves, the ears believe other people.”
ନୂଆ ଟ୍ୱିଟର ନୀତି ଘୋଷଣା କଲେ ଏଲନ୍ ମସ୍କ । ନକରାତ୍ମକ ଓ ଘୃଣା ସୃଷ୍ଟି କଲା ଭଳି ଟ୍ୱିଟ୍ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଏପରି କଲେ ଡିବୁଷ୍ଟ କରିବା ସହ ଡିମୋନେଟାଇଜ୍ କରାଯିବ । ଫଳରେ ସେମାନଙ୍କ ଟ୍ୱିଟରରେ କୌଣସି ବିଜ୍ଞାପନ କିମ୍ବା ରେଭିନ୍ୟୁ ଉପଲବ୍ଧ ହେବ ନାହିଁ । ନିଜେ ଏଲନ୍ ମସ୍କ ଟ୍ୱିଟ୍ କରି ଏ ନେଇ ସୂଚନା ଦେଇଛନ୍ତି ।
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ