ଟ୍ବିନସିଟିରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା । ଯାହାଫଳରେ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି । ସେପଟେ ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରିଭାଗରେ ଦକ୍ଷିଣକୁ ଢଳିରହିଛି ଘୂର୍ଣ୍ଣିବଳୟ । ଯାହା ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି ହୋଇଛ
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ