ଆଜି ଓଡ଼ିଶା ଆସିବେ ନିର୍ବାଚନ କମିଶନର । ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର ଓ ଅଧିକାରୀ । ରାଜ୍ୟରେ ସାଧାରଣ ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ସେହିପରି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତି ନେଇ ଆଲୋଚନ କରିବେ । ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା