ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ । ଆଜି ଖେଳାଯାଇଥିବା ଟି-୨୦ ବିଶ୍ୱକପ ଫାଇନାଲରେ ବାଂଲାଦେଶକୁ ହରାଇ ବିଶ୍ୱ ବିଜୟୀ ମୁକୁଟ ପିନ୍ଧିଲା ଭାରତ । ଲଗାତର ତୃତୀୟ ଥର ପାଇଁ ହାତେଇଲା ଟି-୨୦ ବିଶ୍ୱକପ ଟ୍ରଫି । ଏହା ପୂର୍ବରୁ ଭାରତ ୨୦୧୨ ଓ ୨୦୧୭ରେ ଦୃଷ୍ଟିହୀନ ବିଶ୍ୱକପ ଟ୍ରଫି ନିଜ ନାମରେ କରିଥିଲା । ତେବେ ଆଜି ଫାଇନାଲରେ ପୁଣି ଥରେ ବିଜୟ ହେବା ସହ ଭାରତ ବିଶ୍ୱକପ ଟ୍ରଫି ହାତେଇବାରେ ହ୍ୟାଟ୍ରିକ୍ ଅର୍ଜନ କରିଛି । ତେବେ ଆଜି ଖେଳାଯାଇଥିବା ଫାଇନାଲରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଥିଲା ଭାରତ ।
“The eyes believe themselves, the ears believe other people.”
More Stories
ଛାନିଆ ହେଲେଣି ପାକିସ୍ତାନୀ ଖେଳାଳୀ, ଭାରତ ଆସିବାକୁ ମନା କଲେ ନଦୀମ
ଶ୍ରଦ୍ଧାଞ୍ଜଳି ଦେଲେ କ୍ରିକେଟର୍
କ୍ରିକେଟର୍ ହେବାକୁ ହେଲେ କରିବାକୁ ପଡିବ ତ୍ୟାଗ