- ଆଗରେ ଦେହରେ ନିଆଁ ଲଗାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସାଲେପୁର କିଶନନଗର ଥାନା ସମ୍ମୁଖରେ । ଫଳରେ ଯୁବକଙ୍କ ଶରୀରର ପ୍ରାୟ ୯୦ଭାଗ ଜଳିଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସଂପୃକ୍ତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ତେବେ କେଉଁ କାରଣରୁ ଯୁବକ ଜଣଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍