The Topmost

“The eyes believe themselves, the ears believe other people.”

ଥୋମାସ କପ୍ ବିଜୟୀଙ୍କୁ ସ୍ୱାଗତ କରିବେ ମୁଖ୍ୟମନ୍ତ୍ରୀ

() ଥୋମାସ କପ ବିଜୟୀ ଭାରତୀୟ ଦଳକୁ ଆଜି ସ୍ୱାଗତ କରିବ ଓଡ଼ିଶା । କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଥୋମାସ କପ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମର ପ୍ରତି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଛି । ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଭାରତୀୟ ପୁରୁଷ ବ୍ୟାଡମିନଟନ ଟିମ ।https://thetopmost.in/fan-celebrate-ranvir-alia-marrige-in-different-style/

https://thetopmost.in/miracle-garden-of-dubai/