ଆକ୍ସନ ମୋଡରେ ଭାରତୀୟ ଜନତା ପାର୍ଟି । ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଦଳରୁ ବିଦା ହେଲେ ଆଉ ୧୨ଜଣ ନେତା । ଦଳ ବିରୋଧୀ କାର୍ଯ୍ୟ ପାଇଁ ବାଗୀ ନେତାଙ୍କୁ ବିଜେପି ବହିଷ୍କାର କରିଛି । ଏହା ପୂର୍ବରୁ ୭ଜଣ ବିଧାୟକଙ୍କୁ ଗୁଜରାଟ ବିଜେପି ଅଧ୍ୟକ୍ଷ ନିଲମ୍ବିତ କରିଥିଲେ । ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ଟିକେଟ୍ କଟିବା ପରେ ଦଳ ବିରୋଧୀ କାର୍ଯ୍ୟରେ ଏମାନେ ଲିପ୍ତ ରହୁଥିବା ଅଭିଯୋଗ ହୋଇଥିଲା ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ