ଦିନକପରେ ପ୍ରକାଶ ପାଇବ ଧାମନଗର ଫଳ । ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ୧୪ଟି ଟେବୁଲରେ, ୧୮ ରାଉଣ୍ଡ ଗଣତି କରାଯିବ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦିନ ୨ଟା ସୁଦ୍ଧା ସମସ୍ତ ଫଳାଫଳ ଆସିବା ସମ୍ଭାବନା ରହିଛି । ୩ ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଚାଲିଛି ଅଙ୍କକଷା । ଗାଁ ଛକ ଠୁ ଆରମ୍ଭ କରି ସବୁଠି ଧାମନଗର ଫଳାଫଳକୁ ନେଇ ଜାରି ରହିଛି ଚର୍ଚ୍ଚା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍