ରାଜ୍ୟରେ କରୋନାର କାୟା ବିସ୍ତାର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୦, ୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
More Stories
ଗାଁରେ ମାତିଛି ଗୁଣିଆ, ଦେଉଛି ଶିଶୁବଳି
ଶ୍ରୀମନ୍ଦିର ସେବାୟତଙ୍କୁ ହାଣିଲେ ଦୁର୍ବୁତ୍ତ
ଓଡିଶାକୁ ବାତ୍ୟା ଭୟ