ରାଜ୍ୟକୁ ଘାରିଛି କରୋନା ଭୟ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ମିଳିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍