କଟକ ଜିଲ୍ଲା ପ୍ରଶାସନର ତତ୍ପରତା । ଗୁଜରାଟରେ ଝୁଲାପୋଲ ଭୁଶୁଡି ଶତାଧିକ ପ୍ରାଣ ଯିବା ପରେ ଆଗୁଆ ସତର୍କ ହୋଇଛି ପ୍ରଶାସନ । କଟକ ଧବଳେଶ୍ୱର ମନ୍ଦିର ପାଖରେ ଥିବା ଝୁଲାପୋଲକୁ ଗୋଟିଏ ଦିନ ପାଇଁ ପ୍ରଶାସନ ବନ୍ଦ କରିଦେଇଛି । ତେବେ ପୋଲର ସ୍ଥିତି ନେଇ ସମୀକ୍ଷା କରିବା ପରେ ଏହା ଖୋଲିବ ବୋଲି ସୂଚନା ରହିଛି । ପୋଲକୁ ଯାଞ୍ଚ କରାଯାଉଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ତେବେ ପୋଲ ବନ୍ଦ ରହିବା ସମୟରେ ଶ୍ରଦ୍ଧାଳୁମାନେ ବୋଟ୍ କିମ୍ବା ଡଙ୍ଗାରେ ଯାଇ ପ୍ରଭୁ ଧବଳେଶ୍ୱରଙ୍କୁ ଦର୍ଶନ କରିପାରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା