ଦିର୍ଘ ଦିନର ନିରବତା ପରେ ରାଜଧାନୀ ଭୁବନେଶ୍ବରରେ ଏନାକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଜିତେନ୍ଦ୍ର ପଲେଇଙ୍କୁ ଏନାକାଉଣ୍ଟର କରିଛି କମିଶନରେଟ ପୁଲିସ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଉପକଣ୍ଠ ବାଙ୍କୁଆଳ ନଦୀଘାଟ ନିକଟରେ କମିଶନରେଟ ପୁଲିସର ସ୍ୱତନ୍ତ୍ର ସ୍କ୍ୱାଡ୍ ଏହି ଏନକାଉଂଟର କରିଛି । ଏନକାଉଂଟରରେ ଅଭିଯୁକ୍ତ ଜିତେନ୍ଦ୍ରଙ୍କ ବାମ ଗୋଡରେ ଗୁଳି ବାଜିଥିବା ବେଳେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଛି । ଜିତେନ୍ଦ୍ର ପଲେଇଙ୍କ ନାଁରେ ପୂର୍ବରୁ ଭୁବନେଶ୍ୱରରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଛି । ଖାରବେଳନଗର ଥାନାରେ ତାଙ୍କ ନାଁରେ ବୋମିଂ, ହତ୍ୟା ଉଦ୍ୟମ, ଅପହରଣ ଭଳି ଅପରାଧିକ ମାମଲା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା