ଦେଶରେ ଉପରମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୯୫୬୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୫୧ ହଜାର ୫୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ସେପଟେ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ଫଳରେ ଦେଶରେ ମୋଟ୍ ୫୨୫୧୬୮ଜଣ କରୋନାରେ ପ୍ରାଣ ହରାଇଲେଣି । ଯାହାକି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ