ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଦେଶରେ ୨୪ ଘଣ୍ଟା ଭିତରେ ୨ହଜାର ୧୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧ହଜାର ୨୨୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୯୦୩ରେ ପହଞ୍ଚିଛି । ସଂକ୍ରମଣ ବଢ଼ୁଥିବାରୁ ସତର୍କତା ରହିବାକୁ ପରାମର୍ଶ ଦେଇଛନ୍ତି ବିଶେଷଜ୍ଞ । ଏହାସହ ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି ଡାକ୍ତର ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ