ଦୋହାରୁ ବର୍ଷର ପ୍ରଥମ ବିଜୟ ଯାତ୍ରା ଆରମ୍ଭ କରିଛନ୍ତି ଜାଭଲିନ୍ ଥ୍ରୋୟର ନୀରଜ ଚୋପ୍ରା । ଦୋହାରେ ଚାଲିଥିବା ଡାଇମଣ୍ଡ ଲିଗରେ ଚମତ୍କାର ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି ଗୋଲ୍ଡେନ ବୟ ନୀରଜ । ପ୍ରଥମ ପ୍ରୟାସରେ ଜାଭେଲିନ୍ ୮୮.୬୭ ମିଟର ଦୂରତା ଫିଙ୍ଗି ଅନ୍ୟ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇଛନ୍ତି ନୀରଜ । ଏହାସହ ଗତ ବର୍ଷ ବିଶ୍ୱ ବିଜୟୀ ହୋଇଥିବା ଏଣ୍ଡରସନ୍ ପିଟର୍ସଙ୍କୁ ପଛରେ ପକାଇଛନ୍ତି ନୀରଜ । ସେ ୨୦୧୮ରେ ପ୍ରଥମ ଥର ପାଇଁ ଏହି ପ୍ରତିଯୋଗୀତାରେ ସାମିଲ ହୋଇଥିଲେ । ସେତେବେଳେ ସେ ଚତୁର୍ଥ ସ୍ଥାନରେ ଥିଲେ ।
“The eyes believe themselves, the ears believe other people.”
More Stories
ଛାନିଆ ହେଲେଣି ପାକିସ୍ତାନୀ ଖେଳାଳୀ, ଭାରତ ଆସିବାକୁ ମନା କଲେ ନଦୀମ
ଶ୍ରଦ୍ଧାଞ୍ଜଳି ଦେଲେ କ୍ରିକେଟର୍
କ୍ରିକେଟର୍ ହେବାକୁ ହେଲେ କରିବାକୁ ପଡିବ ତ୍ୟାଗ