ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ । ଦ୍ବିତୀୟ ଦିନରେ ବେଶ୍ ସରଗରମ ରହିବ ଗୃହ । କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି l ଏହାଛଡା ବିଧାୟକମାନେ ମଧ୍ୟ ଭିନ୍ନ ପ୍ରଶ୍ନ ପଚାରିପାରିବେ l ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଗୃହରେ ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉଠାଇବେ l ବିଜେପି ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଣିବାର ସମ୍ଭାବନା ରହିଛି l
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ