ଧାମନଗରବାସୀଙ୍କୁ ମିଳିଲା ନୂଆ ବିଧାୟକ । ଧାମନଗର ଉପନିର୍ବାଚନରେ ବିଜେପିର ବାଜିମାତ । ବିଜୟୀ ହେଲେ ଦିବଗଂତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ । ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ ସୂରଜ ସୂର୍ଯ୍ୟବଂଶୀ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କଠାରୁ ୯ ହଜାର ୮୮୧ ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି । ସୂରଜଙ୍କୁ ୮୦ ହଜାର ୩୫୧ ଭୋଟ ମିଳିଥିବାବେଳେ ଅବନ୍ତୀଙ୍କୁ ମିଳିଛି ୭୦ ହଜାର ୪୭୦ ଭୋଟ୍ । ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ପାଇଛନ୍ତି ୮ହଜାର ୧୫୩ ଭୋଟ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍