ମହିମା ଗାଦିରେ ବୁଲିଲା ବୁଲଡୋଜର । ଢେଙ୍କାନାଳ ଯୋରନ୍ଦା ମହିମା ଗାଦିରେ ଜବର ଦଖଲ ଉଚ୍ଛେଦ ହୋଇଛି । ଧୂଳିସାତ ହେଲା ଧୂନିଘର । ଯୋରନ୍ଦା ମହିମା ମୁଖ୍ୟ ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢା ଭିତରେ କୌପିନ ସମାଜର ବତୀ ମନ୍ଦିର , ଧୂନି ମନ୍ଦିର , ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଇଛି । ୧୯୪୩ ମସିହାରୁ ମହିମାଗାଦିରେ ଥିବା ବକଳଧାରି ମହିମାସମାଜ ଓ କୌପିନଧାରୀ ମହିମାସମାଜ ମଧ୍ୟରେ ବିବାଦ ଲାଗି ରହିଥିଲା । ଶେଷରେ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଜବର ଦଖଲକୁ ଆଜି ଉଚ୍ଛେଦ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା