() ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ । ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଥିବା ୨୦ ଜଣ ମନ୍ତ୍ରୀ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ସେପଟେ ଆସନ୍ତା କାଲି ରବିବାର ମଧ୍ୟାହ୍ନ ୧୧.୪୫ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ନୂତନ ମନ୍ତ୍ରୀ ମଣ୍ଡଳରେ କିଏ ସାମିଲ ହେବେ ଏବଂ କାହାକୁ ସଂଗଠନ ଦାୟିତ୍ୱ ପ୍ରଦାନ କରାଯିବ ତାହା ଜଣାପଡିନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପ୍ରତି ପାଳିରେ ମନ୍ତ୍ରୀ ମଣ୍ଡଳ ପରିବର୍ତ୍ତନ କରିଛନ୍ତି । ସେହିକ୍ରମରେ ଚଳିତ ଥର ମଧ୍ୟ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିବାକୁ ଯାଉଛନ୍ତି ।
https://thetopmost.in/bollywood-queen-kanganas-new-dhakkad-look/
https://thetopmost.in/a-feature-about-life-story-of-actress-sayani-gupta/
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର