ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ପାଇଁ ହେଲା ତାରିଖ ଘୋଷଣା । ଆସନ୍ତା ନଭେମ୍ବର ୨୩ରୁ ନଭେମ୍ବର ୩୦ ତାରିଖ ଯାଏଁ ହେବ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା । ଏନେଇ ଆଜି ବୋର୍ଡ ଅଫିସରୁ ପ୍ରେସମିଟ୍ କରି ସୂଚନା ଦିଆଯାଇଛି । ତେବେ ନଭେମ୍ବର ୧୧ ତାରିଖରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଏହାପରେ ଥିଓରି ପରୀକ୍ଷା ହେବ ବୋଲି ସୂଚନା ଦିଆଯାଇଛି । ତେବେ ଚଳିତ ବର୍ଷ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ଫର୍ମ ଫିଲଅପ୍ କରିଛନ୍ତି । ଏହି ପରୀକ୍ଷା ରାଜ୍ୟର ୩୦୨୯ଟି ପରୀକ୍ଷା କେନ୍ଦ୍ରରେ କରାଯିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି