ଏଣିକି ସ୍କୁଲ ପିଲା ପଢ଼ିବେ ବିପର୍ଯ୍ୟୟ ପରିଚାଳନା ପାଠ । ବନ୍ୟା, ବାତ୍ୟା ଆଦିରୁ କିଭଳି ସୁରକ୍ଷା ପାଇବେ ସେସବୁ ଉପରେ ସେମାନେ ଶିକ୍ଷାଗ୍ରହଣ କରିବେ । ଏଥିପାଇଁ ଆସନ୍ତା ଶିକ୍ଷା ବର୍ଷ ଅର୍ଥାତ୍ ୨୦୨୩ ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା ପାଠ୍ୟକ୍ରମ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପାଠ୍ୟକ୍ରମ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ନଵମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ନୂଆ ଵିଷୟ ରହିବ । ମହାମାରୀ ପରିଚାଳନା ଉପରେ ମଧ୍ୟ ସ୍ବତନ୍ତ୍ର ପାଠ୍ୟକ୍ରମ ସ୍ଥାନିତ କରାଯିବ । ନଵମ ଓ ଦଶମରେ ଚଳିତ ଵର୍ଷ ପଢାହେଵ ଦୁଇ ନୂଆ ଵିଷୟ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହେଲା ନୂଆ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା